ବାଇକ୍‌ରେ ଲୁଚିଥିଲା ନାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 17, 2021

ବାଇକ୍‌ରେ ଲୁଚିଥିଲା ନାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାଇକ୍ ସିଟ୍‌ ତଳେ ଥିଲା ନାଗ ସାପ। ଭୁବନେଶ୍ୱର ଉପକଣ୍ଠ ବାଳକାଟି ନିକଟସ୍ଥ ସରକଣା ଗ୍ରାମର ଜଣେ ବ୍ୟକ୍ତିଙ୍କ ମୋଟର ସାଇକେଲର ସାଇଡ ପ୍ୟାନେଲ ଭିତରେ ସାପଟି ପଶି ଯାଇଥିଲା।

ସାପଟିକୁ ଦେଖିବା ପରେ ବାଇକ ମାଲିକ ବିମଳ କୁମାର ସାହୁ ସ୍ନେକ ହେଲ୍ପ ଲାଇନକୁ ସାହାଯ୍ୟ ପାଇଁ ଫୋନ କରିଥିଲେ। ସ୍ନେକ ହେଲ୍ପ ଲାଇନ ସଦସ୍ୟ ବିରଞ୍ଚି ନାରାୟଣ ଆଚାର୍ଯ୍ୟ ପହଞ୍ଚି ସତର୍କତାର ସହିତ ୪ ଫୁଟ ଲମ୍ବର ନାଗ ସାପକୁ ଉଦ୍ଧାର କରିଥିଲେ। ଏହାପରେ ସାପଟିକୁ ଗାଁ ଠାରୁ ବାହାରେ ପ୍ରାକୃତିକ ଆବାସ ସ୍ଥଳୀରେ ଛାଡ଼ି ଦେଇଥିଲେ।

The post ବାଇକ୍‌ରେ ଲୁଚିଥିଲା ନାଗ appeared first on Odisha Reporter.



from Odisha Reporter https://ift.tt/39JgGpz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages