ଥରିବ ଓଡ଼ିଶା, ଆହୁରି ବଢ଼ିବ ଥଣ୍ଡା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 19, 2021

ଥରିବ ଓଡ଼ିଶା, ଆହୁରି ବଢ଼ିବ ଥଣ୍ଡା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା। ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ଥଣ୍ଡା ବଢ଼ିବା ସହ ପାରଦ କମିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୂଚନା ଅନୁସାରେ, ୨ ଦିନ ପରେ ଉତ୍ତର-ପଶ୍ଚିମ ଆଡୁ କୋହଲା ପବନ ବହିବା ସମ୍ଭାବନା ରହିଛି।

ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ। ଏଥିସହ ରାଜ୍ୟରେ ଘନ କୁହୁଡ଼ି ଦେଖାଦେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

The post ଥରିବ ଓଡ଼ିଶା, ଆହୁରି ବଢ଼ିବ ଥଣ୍ଡା appeared first on Odisha Reporter.



from Odisha Reporter https://ift.tt/3sEmJUX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages