ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 2, 2021

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ

କଟକ (ଓଡ଼ିଶା ରିପୋର୍ଟର):  ଓଡ଼ିଶା ସିଭିଲ୍ ସର୍ଭିସ୍ ୨୦୨୦ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ୩୯୨ଟି ବିଭିନ୍ନ ପଦପଦବି ପାଇଁ ଏହି ବିଜ୍ଞପ୍ତି ପ୍ରକାଶ କରିଛି ଓପିଏସସି। ୩୯୨ ପଦବିରୁ ୧୨୮ଟି ପଦବି ପାଇଁ ସଂରକ୍ଷିତ ରହିଛି। ଆଶାୟୀ ପ୍ରାର୍ଥୀମାନେ ଫେବୃଆରୀ ୧୨ ତାରିଖରୁ ଆବେଦନ କରିବା ପାରିବେ। ଫେବୃଆରୀ ୧୮ ଆବେଦନର ଶେଷ ତାରିଖ ରହିଛି। ରାଜ୍ୟରେ ୫ଟି ଜୋନରେ ଏହି ପରୀକ୍ଷା ହେବ। ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଏବଂ ସମ୍ୱଲପୁରରେ ପରୀକ୍ଷା କେନ୍ଦ୍ର ରହିଛି।

ଏହି ପରୀକ୍ଷାରେ ଯୋଗ୍ୟ ବିବେଚିତ ପ୍ରାର୍ଥୀ ଓଡ଼ିଶା ପ୍ରଶାସନିକ ସେବା, ଓଡ଼ିଶା ଅର୍ଥନୀତିକ ସେବା, ଓଡ଼ିଶା ପୁଲିସ ସେବା, ଓଡ଼ିଶା କୋପରେଟିଭ୍ ସେବା, ଓଡ଼ିଶା ରାଜସ୍ୱ ସେବା, ଓଡ଼ିଶା ଟ୍ୟାକ୍ସେସନ୍ ଏବଂ ଆକାଉଣ୍ଟସ୍ ସର୍ଭିସେସରେ ଖାଲି ଥିବା ପଦ ପଦବୀରେ ନିଯୁକ୍ତ ହେବେ।

The post ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ appeared first on Odisha Reporter.



from Odisha Reporter https://ift.tt/38Sz1Qu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages