ସବୁ ମନ୍ତ୍ରୀ ଦେଲେ ସମ୍ପତ୍ତି ତାଲିକା, କିଏ କେତେ ଧନୀ ଜାଣନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 9, 2021

ସବୁ ମନ୍ତ୍ରୀ ଦେଲେ ସମ୍ପତ୍ତି ତାଲିକା, କିଏ କେତେ ଧନୀ ଜାଣନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ସମ୍ପତ୍ତିର ତାଲିକା ଦେଇଛନ୍ତି। ଗତବର୍ଷ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ସେ ନିଜ ସମ୍ପତ୍ତିର ତାଲିକା ଦେଇଛନ୍ତି। CMO ୱେବ୍‌ସାଇଟ୍‌ରେ ତାଙ୍କ ସମ୍ପତ୍ତିର ତାଲିକା ଦିଆଯାଇଛି। ଦେଶର ୭ଟି ବ୍ୟାଙ୍କରେ ନବୀନଙ୍କର ଅଛି ୧୩ କୋଟି ୧ଲକ୍ଷ ୬ହଜାର ୧୧ ଟଙ୍କା। BOIର ଦିଲ୍ଲୀ ଜନପଥ ଶାଖାରେ ସର୍ବାଧିକ ୧କୋଟି ୩ଲକ୍ଷ ୧୩ହଜାର ୪୯୯ ଟଙ୍କା ଅଛି। ସେହିପରି ନବୀନଙ୍କ ପାଖରେ ରହିଛି ପ୍ରାୟ ୨ଲକ୍ଷ ୮୯ହଜାର ୫୮୭ ଟଙ୍କାର ସୁନାଗହଣା। ଏବେବି ସେ ରଖିଛନ୍ତି ୧୯୮୦ ମଡେଲର ଏକ ଆମ୍ବାସାଡର କାର। ଏହାର ଆନୁମାନିକ ମୂଲ୍ୟ ମୂଲ୍ୟ ୮ହଜାର ୯୦୫ ଟଙ୍କା ହେବ। ମୁଖ୍ୟମନ୍ତ୍ରୀଙ୍କ ସହ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ନିଜ ନିଜ ସମ୍ପତ୍ତିର ତାଲିକା ଦେଇଛନ୍ତି ।

ତାଲିକା ଅନୁଯାୟୀ କାହାର କେତେ ସମ୍ପତ୍ତି ଦେଖନ୍ତୁ

ଅରୁଣ ସାହୁ-୮୯ ଲକ୍ଷ ୯୩ ହଜାର ୪୩୯ ଟଙ୍କା

ଅଶୋକ ପଣ୍ଡା-୮ କୋଟି ୩୪ ଲକ୍ଷ ୪୮ ହଜାର ୯୯୪ ଟଙ୍କା

ତୁଷାରକାନ୍ତି ବେହେରା-୩୨ ଲକ୍ଷ ୩୩ ହଜାର ୪୭୧ ଟଙ୍କା

ସୁଶାନ୍ତ ସିଂହ- ୪ କୋଟି ୯୩ ଲକ୍ଷ ୯୪ ହଜାର ୬୪୪ ଟଙ୍କା

ସୁଦାମ ମାର୍ଣ୍ଡି-୨ କୋଟି ୬୧ ଲକ୍ଷ ୧୮ ହଜାର ୨୬ ଟଙ୍କା

ବିକ୍ରମ ଆରୁଖ- ୪ କୋଟି ୭୮ ଲକ୍ଷ ୪୭ ହଜାର ୪୭୧ଟଙ୍କା

ଦିବ୍ୟଶଙ୍କର ମିଶ୍ର-୭ କୋଟି ୩୧ ଲକ୍ଷ ୭୬ ହଜାର  ୪୦୮ ଟଙ୍କା

ନିରଞ୍ଜନ ପୂଜାରୀ-୪ କୋଟି  ୩୪ ଲକ୍ଷ ୬୫ ହଜାର ୩୦୮ଟଙ୍କା

ମନ୍ତ୍ରୀ ପ୍ରତାପ ଜେନା-୧୦ କୋଟି ୩୫ ଲକ୍ଷ ୨୯ ହଜାର ୯୧୧ ଟଙ୍କା

The post ସବୁ ମନ୍ତ୍ରୀ ଦେଲେ ସମ୍ପତ୍ତି ତାଲିକା, କିଏ କେତେ ଧନୀ ଜାଣନ୍ତୁ appeared first on Odisha Reporter.



from Odisha Reporter https://ift.tt/3bqg8Y4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages