ରେଳବାଇ ପାଇଁ ବଜେଟରେ ୧, ୧୦, ୦୫୫ କୋଟି ବ୍ୟୟବରାଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 31, 2021

ରେଳବାଇ ପାଇଁ ବଜେଟରେ ୧, ୧୦, ୦୫୫ କୋଟି ବ୍ୟୟବରାଦ

      • ପ୍ରଥମ ଥର ପାଇଁ ଟ୍ୟାବ୍‌ରେ ବଜେଟ୍‌ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
      • ସମୟୋଚିତ ଲକଡାଉନ ନିଷ୍ପତ୍ତି ଯୋଗୁଁ ଦେଶକୁ ଲାଭ ମିଳିଛି
      • କରୋନା ଯୋଗୁଁ ପ୍ରଭାବିତଙ୍କ ପାଇଁ ପ୍ୟାକେଜ ଘୋଷଣା ହୋଇଛି
      • କରୋନା ଯୋଗୁଁ ପ୍ରଭାବିତଙ୍କ ପାଇଁ ପ୍ୟାକେଜ ଘୋଷଣା ହୋଇଛି
      • କରୋନା କାଳରେ ଡ୍ୟୁଟି କରିଥିବା ଲୋକଙ୍କୁ ପ୍ରଶଂସା କଲେ ସୀତାରମଣ
      • ଆତ୍ମର୍ନଭର ଭାରତ ପ୍ୟାକେଜ କୋଟି କୋଟି ଲୋକଙ୍କୁ ଲାଭ ଦେଇଛି
      • ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅନେକଙ୍କୁ ରାହା ଦେଇଛି
      • ଆଜି ଭାରତରେ ୨ଟି କରୋନା ଭ୍ୟାକସିନ ଉତ୍ପାଦନ ହେଉଛି
      • ଆଉ ୨ଟି କରୋନା ଭ୍ୟାକସିନ ମଧ୍ୟ ଖୁବଶୀଘ୍ର ଆସିବାର ଅଛି
      • ଅଷ୍ଟ୍ରେଲିଆରେ ଭାରତୀୟ କ୍ରିକେଟ ଦଳର ବିଜୟକୁ ବି ପ୍ରଶଂସା କଲେ
      • ଅର୍ଥନୀତିକୁ ପୂର୍ବ ସ୍ଥିତିକୁ ଫେରାଇ ଆଣିବାକୁ ସରକାର ବଦ୍ଧ ପରିକର
      • ସୁସ୍ଥ ଭାରତ, ସ୍ୱଚ୍ଛ ଶାସନ, ସମସ୍ତଙ୍କ ପାଇଁ ବିକାଶ ଆମର ମୂଳ ଲକ୍ଷ୍ୟ
      • ସ୍ୱାସ୍ଥ୍ୟ ସେବା ପାଇଁ ବଜେଟରେ ବ୍ୟାପକ ବ୍ୟବସ୍ଥା ହୋଇଛି
      • ସ୍ୱାସ୍ଥ୍ୟ ସେବାର ଭିତ୍ତିଭୂମି ବିକାଶ ପାଇଁ ପ୍ରାଥମିକତା ଦିଆଯିବ
      • ଭିତ୍ତିଭୂମି ବିକାଶ ପାଇଁ ୬୪, ୧୮୪ କୋଟିର ବ୍ୟୟବରାଦ ହୋଇଛି
      • WHOର ଦକ୍ଷିଣ ଏସୀୟ ଶାଖା ସ୍ଥାପନ ପାଇଁ ବ୍ୟବସ୍ଥା ହେବ
      • ପ୍ରତି ଜିଲ୍ଲାରେ ସ୍ଥାପନ ହେବ ସମନ୍ୱିତ ପରୀକ୍ଷାଗାର
      • ଦେଶରେ ୧୫ଟି ହେଲ୍‌ଥ ଏମର୍ଜେନ୍ସି ସେଣ୍ଟର ପ୍ରତିଷ୍ଠା କରାଯିବ
      • ସ୍ୱଚ୍ଛ ପାନୀୟ ଜଳ ପାଇଁ ୨.୮୭ ଲକ୍ଷ କୋଟି ବ୍ୟୟବରାଦ ହୋଇଛି
      • କରୋନା ଭ୍ୟାକସିନ ଉତ୍ପାଦନ ପାଇଁ ୩୫ ହଜାର କୋଟି ବ୍ୟୟବରାଦ ହୋଇଛି
      • ମାଲ ପରିବହନ ସୁଗମ ପାଇଁ ହେବ ରେଲେୱର ସ୍ୱତନ୍ତ୍ର ଫ୍ରେଟ୍ କରିଡର
      • ବିତ୍ତୀୟ ଭରଣା ପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ମିଳିବ ୨ଲକ୍ଷ କୋଟି
      • ୨୦୨୨ ମାର୍ଚ୍ଚ ସୁଦ୍ଧା ଆଉ ୧୧ ହଜାର କିମି NH ତିଆରି ହେବ
      • କେବଳ ପଶ୍ଚିମ ବଙ୍ଗରେ ୬୭୫ କିମି NH ହେବ
      • ଜୁନ୍ ୨୦୨୨ ସୁଦ୍ଧା ୨ଟି ରେଳ ଫ୍ରେଟ କରିଡର ସଂପୂର୍ଣ୍ଣ କରାଯିବ
      • ଆଉ ୩ଟି ରେଳ ଫ୍ରେଟ କରିଡର ପାଇଁ ବଜେଟରେ ଘୋଷଣା
      • ଖଡ଼ଗପୁରରୁ ବିଜୟୱାଡ଼ା ହେବ ଇଷ୍ଟକୋଷ୍ଟ କରିଡ଼ର
      • ଇଷ୍ଟ-ୱେଷ୍ଟ କରିଡର ଏବଂ ନର୍ଥ-ସାଉଥ କରିଡ଼ର ପାଇଁ ବି ଘୋଷଣା
      • ରେଳବାଇ ପାଇଁ ବଜେଟରେ ୧, ୧୦, ୦୫୫ କୋଟି ବ୍ୟୟବରାଦ
      • ରେଳ ଲାଇନ ବିଦ୍ୟୁତ୍‌ କାର୍ଯ୍ୟ ୭୨% ପୂରଣ ଲକ୍ଷ୍ୟ
      • ୨୭ଟି ସହରରେ ଆଉ ୧୦୬୦କିମି ମେଟ୍ରୋ ଲାଇନ ହେବ
      • ବେଙ୍ଗାଲୁରୁ ଏବଂ ଚେନ୍ନାଇ ମେଟ୍ରୋ ସଂପ୍ରସାରଣ ହେବ

The post ରେଳବାଇ ପାଇଁ ବଜେଟରେ ୧, ୧୦, ୦୫୫ କୋଟି ବ୍ୟୟବରାଦ appeared first on Odisha Reporter.



from Odisha Reporter https://ift.tt/3j4Odyq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages