ଅପରାଜିତା ଷଡଙ୍ଗୀ ସର୍ବଶ୍ରେଷ୍ଠ ସାଂସଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 1, 2021

ଅପରାଜିତା ଷଡଙ୍ଗୀ ସର୍ବଶ୍ରେଷ୍ଠ ସାଂସଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୨୦୨୦ ବର୍ଷ ପାଇଁ ଦେଶର ସର୍ବଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହୋଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ବେଷ୍ଟ ପାର୍ଲାମେଣ୍ଟାରିଆନ ଏସିଆ ପୋଷ୍ଟ ଓ ଫେମ ଇଣ୍ଡିଆ ପକ୍ଷରୁ ସର୍ବଭାରତୀୟ ସ୍ତରରେ ସର୍ଭେ ପରେ ଏହି ଘୋଷଣା ହୋଇଛି । ଏହାପରେ ଅପରାଜିତା ଷଡଙ୍ଗୀଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି ।


ଶ୍ରେଷ୍ଠ ସାଂସଦ ମନୋନୀତ ହେବା ପରେ ଟ୍ୱିଟ କରି ନିଜ ପ୍ରତିକ୍ରିୟା ରଖିଛନ୍ତି ସାଂସଦ ଅପରାଜିତା । ସେ କହିଛନ୍ତି, ଲୋକଙ୍କ ପାଇଁ ଗତବର୍ଷ ସେ କରିଥିବା କାମର ଏହା ପୁରସ୍କାର, ଯାହାକି ତାଙ୍କୁ ଅନେକ କିଛି ଶିଖାଇବ । ଏଥିପାଇଁ ସେ ସମସ୍ତଙ୍କୁ କୃତଜ୍ଞତା ଜଣାଇବା ସହ ଧନ୍ୟବାଦ ମଧ୍ୟ ଦେଇଛନ୍ତି ।

The post ଅପରାଜିତା ଷଡଙ୍ଗୀ ସର୍ବଶ୍ରେଷ୍ଠ ସାଂସଦ appeared first on Odisha Reporter.



from Odisha Reporter https://ift.tt/3rKmuqQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages