ଜଳିଗଲା କବାଡ଼ି ଗୋଦାମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 14, 2021

ଜଳିଗଲା କବାଡ଼ି ଗୋଦାମ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ନନ୍ଦନବିହାର ଅଞ୍ଚଳରେ ଆଜି ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପଟିଆ -ନନ୍ଦନକାନନ ରାସ୍ତାର ସୁଭଦ୍ରା ଆପାର୍ଟମେଣ୍ଟ ନିକଟରେ ଥିବା ଏକ କବାଡ଼ି ଗୋଦାମରେ  ନିଆଁ  ଲାଗି ଯିବା ଫଳରେ କବାଡ଼ି ଗୋଦାମରେ ଥିବା ସମସ୍ତ ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଛି । ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏଥିରେ ଧନଜୀବନ ହାନୀ ହୋଇ ନ ଥିବା ଜଣାଯାଇଛି।

ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବା ବେଳେ କବାଡ଼ି ଦୋକାନ ପାଖାପାଖି ସମୁ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି।

The post ଜଳିଗଲା କବାଡ଼ି ଗୋଦାମ appeared first on Odisha Reporter.



from Odisha Reporter https://ift.tt/3bEJK43

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages