ଜମି ପାଇଁ ଦାଦା-ପୁତୁରା ମୁହାଁମୁହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 29, 2021

ଜମି ପାଇଁ ଦାଦା-ପୁତୁରା ମୁହାଁମୁହିଁ

ବିନିକା(ଦିଲୀପ ସାହୁ) : ଜମିଜମା ବିବାଦର ଉଗ୍ର ରୂପ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି ଥାନା ଶୁଖା ଗାଁରେ। ଦୀର୍ଘ ଦିନ ହେବ ଲାଗି ରହିଥିବା ଜମି ବିବାଦକୁ ନେଇ ଗତକାଲି ବିଳମ୍ବିତ ରାତିରେ ମୁହାଁମୁହିଁ ହୋଇଥିଲେ କାକା-ପୁତୁରେ। ଉତ୍ତ୍ୟକ୍ତ ପୁତୁରା ଆକ୍ରମଣରେ ଦାଦା ଓ ଜଣେ ଭାଇ ଗୁରୁତର ହୋଇଥିବା ଜଣାଯାଇଛି।

ଗୁରୁତରଦ୍ୱୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ୍।

The post ଜମି ପାଇଁ ଦାଦା-ପୁତୁରା ମୁହାଁମୁହିଁ appeared first on Odisha Reporter.



from Odisha Reporter https://ift.tt/3tbwytC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages