ଘାଟିରେ ବୁଲୁଛି କଲରାପତରିଆ ବାଘ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 5, 2021

ଘାଟିରେ ବୁଲୁଛି କଲରାପତରିଆ ବାଘ

ଧର୍ମଗଡ଼(ଇଙ୍ଗିତ ପଣ୍ଡା): ଘାଟି ରାସ୍ତାରେ ବୁଲୁଛି କଲରାପତରିଆ ବାଘ । ରାତିରେ କ୍ୟାମେରାରେ କଏଦ ହୋଇଛି ବାଘର ଗତିବିଧି । କଳାହାଣ୍ଡି-ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟିରେ ବୁଲୁଛି କଲରାପତରିଆ ବାଘ ।

ଗତ ରାତିରେ ଘାଟି ଦେଇ ଯାଉଥିବା ବେଳେ ସ୍ଥାନୀୟ ଅଞ୍ଚଳର ଆଲୋକ ପାଣିଗ୍ରାହୀ ଏହି ବାଘ ବୁଲୁଥିବା ଦେଖି ଫଟୋ ଉଠାଇଥିଲେ । ପୂର୍ବରୁ ଏହି ଘାଟି ରାସ୍ତାରେ ଭାଲୁ ଦେଖିବାକୁ ମିଳିଥିଲା । ଏବେ କଲରାପତରିଆ  ବାଘ ବୁଲୁଥିବା ଖବର ପ୍ରଚାରିତ ହେବା ପରେ ଅଞ୍ଚଳବାସୀ ଭୟଭୀତ ହୋଇଯାଇଛନ୍ତି।

The post ଘାଟିରେ ବୁଲୁଛି କଲରାପତରିଆ ବାଘ appeared first on Odisha Reporter.



from Odisha Reporter https://ift.tt/3b9B9WM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages