ପୁରୀରେ ଅନ୍ତର୍ଜାତୀୟ ଏୟାରପୋର୍ଟ ହେଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 1, 2021

ପୁରୀରେ ଅନ୍ତର୍ଜାତୀୟ ଏୟାରପୋର୍ଟ ହେଉ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର)ଉଭୟ ଆଧାତ୍ମିକ ଓ ପର୍ଯ୍ୟଟନ କ୍ଷେତ୍ର ପୁରୀରେ ଏୟାରପୋର୍ଟ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଚିଠି ଲେଖିଛନ୍ତି। ନୂଆବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ମହାପ୍ରଭୁ ଜଗନ୍ନାଥଙ୍କ ନାଁରେ ଏକ ଅନ୍ତର୍ଜାତୀୟ ଏୟାରପୋର୍ଟ ପାଇଁ ଚିଠି ଲେଖି ଦାବି କରିଛନ୍ତି। ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ସୁବିଧା ପାଇଁ ଏୟାରପୋର୍ଟ ଜରୁରୀ ଥିବା ଦାବି କରିଛନ୍ତି ନବୀନ । ତାସହ ଲେଖିଛନ୍ତି ପୁରୀ ଏବଂ ଏହାର ଆଖପାଖ ପର୍ଯ୍ୟଟନ କ୍ଷେତ୍ର ଯେମିତିକି କୋଣାର୍କ, ରାମଚଣ୍ଡି ଓ ଚନ୍ଦ୍ରଭାଗା ପଯର୍ୟଟନସ୍ଥଳୀ ଦୃଷ୍ଟିରୁ ଏୟାରପୋର୍ଟର ଆବଶ୍ୟକତା ରହିଛି । ରାଜ୍ୟ ସରକାର ଏୟାରପୋର୍ଟ ପାଇଁ ଜମି ଚିହ୍ନଟ କରିଥିବା ବି ଜଣାଇଛନ୍ତି ନବୀନ।  ଏମିତିକି ଏୟାରପୋର୍ଟ ପାଇଁ ରାଜ୍ୟ ସମସ୍ତ ପ୍ରକାର ସହଯୋଗ ଦେବ ବୋଲି ବି ମୁଖ୍ୟମନ୍ତ୍ରୀ କହିଛନ୍ତି।

The post ପୁରୀରେ ଅନ୍ତର୍ଜାତୀୟ ଏୟାରପୋର୍ଟ ହେଉ appeared first on Odisha Reporter.



from Odisha Reporter https://ift.tt/38MDmoe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages