ଓଲଟି ପଡ଼ିଲା ‘ଡଲଫିନ’ ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 28, 2021

ଓଲଟି ପଡ଼ିଲା ‘ଡଲଫିନ’ ବସ୍‌

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ନମ୍ବର ଜାତୀୟ ରାଜପଥ ମସିନାଗୋରା ନିକଟରେ ‘ଡ଼ଲଫିନ’ ନାମକ ବସ୍‌ ଆଜି ଭୋରରୁ ଦୁର୍ଘଟଣାର ସମ୍ମୁଖିନ ହୋଇଛି। ପ୍ରାୟ ୩୮ ଯାତ୍ରୀଙ୍କୁ ନେଇ ବସ୍‌ଟି କଟକରୁ ରାୟପୁର ଅଭିମୁଖେ ଯାଉଥିବା  ବେଳେ ଏହି ଦୁର୍ଘଟଣା ଘଟିଛି।

ଏହି ଦୁର୍ଘଟଣାରେ ୩ ଜଣ ଆହତ ହୋଇଥିବା ବେଳେ ୩୫ ଜଣ ଯାତ୍ରୀ ଅଳ୍ପକେ ରକ୍ଷା ପାଇଛନ୍ତି। ଆହତମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଆଜି ଭୋର ଚାରିଟା ସମୟରେ ଏଇ ଦୁର୍ଘଟଣା ଘଟିଛି। ବସଟି କଟକରୁ ରାୟପୁର ଯାଉଥିଲା।ତେବେ ଘଟଣା ସ୍ଥଳରେ ମନମୁଣ୍ଡା ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରହିଛି। ଏଥିସହ  ସୁରକ୍ଷିତ ଥିବା ଯାତ୍ରୀଙ୍କୁ ଅନ୍ୟ ଏକ ବସ୍‌ ଯୋଗେ ଗନ୍ତବ୍ୟ ସ୍ଥଳ ଅଭିମୁଖେ ପଠାଇଛି।

The post ଓଲଟି ପଡ଼ିଲା ‘ଡଲଫିନ’ ବସ୍‌ appeared first on Odisha Reporter.



from Odisha Reporter https://ift.tt/2YrUb37

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages