ବିହାରକୁ ଯାଉଥିଲା, ଧରିଲା ପୁଲିସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, February 1, 2021

ବିହାରକୁ ଯାଉଥିଲା, ଧରିଲା ପୁଲିସ

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରିରେ ଚୋରା ଚାଲାଣ ବେଳେ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି। ଏମ୍ଭି ୭୯ ପୁଲିସ ୧୪ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ଜଣେ ହୋମଗାର୍ଡ ଓ ଜଣେ ମହିଳାଙ୍କ ସମେତ ୮ ଜଣଙ୍କୁ ଗିରଫ କରିଛି ପୁଲିସ। ଜବତ ଗଞ୍ଜେଇର ମୂଲ୍ୟ କୋଟିଏରୁ ଅଧିକ ଟଙ୍କା ହେବ ବୋଲି ଆନୁମନା କରାଯାଉଛି।

ସେହିଭଳି ଗଞ୍ଜେଇ ପରିବହନରେ ବ୍ୟବହୃତ ଗୋଟିଏ କାର, ଟ୍ରାକ୍ଟର, ମୋଟରସାଇକେଲ ଓ ୫ଟି ମୋବାଇଲ ଜବତ କରିଛି। ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରାକ୍ଟରକୁ ଅଟକାଇ ଏହାକୁ ଯାଞ୍ଚ୍ କରିବା ପରେ ୪୮ ପ୍ୟାକେଟ୍ ଗଞ୍ଜେଇ ମିଳିଥିଲା। ଏହି ଗଞ୍ଜେଇ ବିହାରକୁ ଚାଲାଣ କରାଯାଉଥିଲା

The post ବିହାରକୁ ଯାଉଥିଲା, ଧରିଲା ପୁଲିସ appeared first on Odisha Reporter.



from Odisha Reporter https://ift.tt/3jadHuv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages