ରୋଷେଇ କରୁଥିଲେ ଯୁବତୀ, ହଠାତ୍‌ ଲିକ୍‌ ହେଲା ଗ୍ୟାସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 28, 2021

ରୋଷେଇ କରୁଥିଲେ ଯୁବତୀ, ହଠାତ୍‌ ଲିକ୍‌ ହେଲା ଗ୍ୟାସ୍‌

ଧର୍ମଗଡ଼(ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଖପ୍ରାମାଲ ଗାଁରେ ଆଜି ସକାଳୁ ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗ୍ରାମର କାମେଶ୍ୱର କନ୍ଦପାନଙ୍କ ଝିଅ ଆଜି ସକାଳୁ ରୋଷେଇ ଘରେ ଥିବା ସମୟରେ ହଠାତ୍‌ ଗ୍ୟାସ୍‌ ଲିକ୍‌ ହୋଇଥିଲା। ଫଳରେ ନିଆଁ ଲାଗି ଯୁବତୀ   ପୋଡି ହୋଇ ପ୍ରାଣ ହରାଇଛନ୍ତି।

ଖବର ପାଇ କୋକସରା ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣା ସ୍ଥଳକୁ ଆସିବା ପୂର୍ବରୁ ଗ୍ରାମବାସୀ ନିଆଁକୁ ଆୟତ୍ତ କରିଥିଲେ । ତେବେ ନିଆଁ ଲାଗିବା କାରଣ ଏବେ ସୁଦ୍ଧା ଅସ୍ପଷ୍ଟ ଥିବା ବେଳେ ଗ୍ୟାସ ଲିକେଜରୁ ନିଆଁ ଲାଗିଥିବା ଅନୁମାନ କରାଯାଏ। କୋକସରା ପୁଲିସ୍‌  ଘଟଣାର ତଦନ୍ତ ଜାରି ରଖିଛି। ଯୁବତୀଙ୍କ ଆକସ୍ମିକ ମୃତ୍ୟୁ ପରେ ଶୋକର ଛାୟା ଖେଳିଯାଇଛି।

The post ରୋଷେଇ କରୁଥିଲେ ଯୁବତୀ, ହଠାତ୍‌ ଲିକ୍‌ ହେଲା ଗ୍ୟାସ୍‌ appeared first on Odisha Reporter.



from Odisha Reporter https://ift.tt/3q3OELm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages