ଆଖି ବୁଜିଲା ମାଈ ହାତୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 9, 2021

ଆଖି ବୁଜିଲା ମାଈ ହାତୀ

କଳାହାଣ୍ଡି(ରାଜ କୁମାର ସିଂଦେଓ): କଳାହାଣ୍ଡି ଜିଲ୍ଲା କର୍ଲାପାଟ ଅଭୟାରଣ୍ୟରେ ପୁଣି ଏକ ମାଈ ହାତୀର ମୃତ୍ୟୁ। ଘୁଷୁରିଗୁଡ଼ି ଜଙ୍ଗଲ ଭିତରେ ହାତୀଟି ମରି ପଡ଼ିଥିବାର ଖବର ପାଇ  ବନ ଅଧିକାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ତେବେ ହାତୀ ମୃତ୍ୟୁର କାରଣ ଏ ଯାଏ ଜଣାପଡ଼ିନି । ଶବ ବ୍ୟବଚ୍ଛେଦ ପରେ କାରଣ ଜଣାପଡ଼ିବ ବୋଲି ଦକ୍ଷିଣ ବନାଞ୍ଚଳ ଡିଏଫ୍ଓ କହିଛନ୍ତି।

କର୍ଲାପାଟ ଅଭୟାରଣ୍ୟରେ

ଏହା ପୂର୍ବରୁ ଗତ ସପ୍ତାହରେ ମଧ୍ୟ ଏହି ଅଭୟାରଣ୍ୟରେ ଗୋଟିଏ ମାଈ ହାତୀର ମୃତ୍ୟୁ ହୋଇଥିଲା । ଅଭୟାରଣ୍ୟ ଭିତରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି ।

The post ଆଖି ବୁଜିଲା ମାଈ ହାତୀ appeared first on Odisha Reporter.



from Odisha Reporter https://ift.tt/3q8ntjl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages