ରାଜ୍ୟରେ ଚିହ୍ନଟ ହେଲେ ୬୩ କରୋନା ପଜିଟିଭ, ସୁନ୍ଦରଗଡ଼ରୁ ସର୍ବାଧିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 18, 2021

ରାଜ୍ୟରେ ଚିହ୍ନଟ ହେଲେ ୬୩ କରୋନା ପଜିଟିଭ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଧୀରେ ଧୀରେ କମିବାରେ ଲାଗିଛି ମହାମାରୀ କରୋନାର କୋପ।   ଗତ ୨୪ ଘଣ୍ଟାରେ ୧୯ ଜିଲ୍ଲା ସମେତ ଷ୍ଟେଟ ପୁଲ୍‌ରୁ ସମୁଦାୟ ୬୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୯ ଏବଂ ଲୋକାଲ କେସ ୨୪ଟି ରହିଛି।

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ   ବାଲେଶ୍ୱର ଜିଲ୍ଲାରୁ  ୪ଜଣ, ବରଗଡ଼ ଜିଲ୍ଲାରୁ  ୭ଜଣ, ଭଦ୍ରକ ଜିଲ୍ଲାରୁ ୨, ବୌଦ୍ଧରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ଜଣେ  ,   ଜଗତସିଂହପୁର ଜିଲ୍ଲାରୁ ଜଣେ  , ଯାଜପୁର ଜିଲ୍ଲାରୁ୪ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୬ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଷ୍ଟେଟ ପୁଲ୍‌ରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୩୬,୪୬୦ ପହଞ୍ଚିଛି। ଏଥିମଧ୍ୟରୁ ୭୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩,୩୩୭୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

The post ରାଜ୍ୟରେ ଚିହ୍ନଟ ହେଲେ ୬୩ କରୋନା ପଜିଟିଭ, ସୁନ୍ଦରଗଡ଼ରୁ ସର୍ବାଧିକ appeared first on Odisha Reporter.



from Odisha Reporter https://ift.tt/3s0wpbd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages