ରାଜେନ୍ଦ୍ର ୟୁନିଭର୍ସିଟିରେ ଭଙ୍ଗାରୁଜା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 16, 2021

ରାଜେନ୍ଦ୍ର ୟୁନିଭର୍ସିଟିରେ ଭଙ୍ଗାରୁଜା

ବଲାଙ୍ଗିର (ଘଟେଶ୍ୱର ମିଶ୍ର): ବାଲାଙ୍ଗିର ରାଜେନ୍ଦ୍ର ୟୁନିଭର୍ସିଟିରେ ବ୍ୟାପକ ଭଙ୍ଗାରୁଜା । ୟୁନିଭର୍ସିଟିରେ ପ୍ଲାଟିନମ୍ ଜୁବଲି ଗେଟରେ ଭଙ୍ଗାରୁଜା କରିଛନ୍ତି ଦୁର୍ବୃତ୍ତ। ଗେଟରେ ଲାଗିଥିବା ଲୋଗୋ, ମାନଚିତ୍ର ସହ ସାଜସଜ୍ଜା ଜିନିଷକୁ ମଧ୍ୟ ଭାଙ୍ଗି ଦେଇଛନ୍ତି। ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଏଭଳି ଭଙ୍ଗାରୁଜା କରି ଫେରାର ହୋଇଯାଇଥିବା ଜଣାପଡିଛି ।

ସେପଟେ ଏହି ଘଟଣାକୁ ନେଇ ଛାତ୍ରଛାତ୍ରୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ବୃତ୍ତମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି ହେଉଛି ।

The post ରାଜେନ୍ଦ୍ର ୟୁନିଭର୍ସିଟିରେ ଭଙ୍ଗାରୁଜା appeared first on Odisha Reporter.



from Odisha Reporter https://ift.tt/2NbaHCo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages