ଆଜିଠୁ ଯାତ୍ରା କଳାକାରଙ୍କ ଅନଶନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 21, 2021

ଆଜିଠୁ ଯାତ୍ରା କଳାକାରଙ୍କ ଅନଶନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଭୁବନେଶ୍ୱର ଲୋୟର ପିଏମଜିରେ ଆମରଣ ଅନଶନରେ ବସିବେ ଯାତ୍ରା କଳାକାର।  ୨ ହଜାର ଦର୍ଶକଙ୍କୁ ନେଇ ଯାତ୍ରା ପରିବେଷଣ ପାଇଁ ଅନୁମତି ଦେବା ସହ ୧୨ ଦଫା ଦାବି ପୂରଣ ଦାବିରେ ଆମରଣ ଅନଶନ ଓ ଗଣଧାରଣା ଦେବ ସଂଘ।

୨୩ ତାରିଖ ସୁଦ୍ଧା ସରକାର ଦାବି ପୂରଣ ନ କଲେ ୨୪ତାରିଖରୁ ରାଜ୍ୟର ସମସ୍ତ ଜିଲ୍ଲାରେ କଳାକାରମାନେ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦିଆଯାଇଛି।  ଶିକ୍ଷାନୁଷ୍ଠାନଠାରୁ ଧର୍ମାନୁଷ୍ଠାନ ପର୍ଯ୍ୟନ୍ତ ସବୁ ଖୋଲିଯାଇଥିବାରୁ ଯାତ୍ରା କଳାକାରଙ୍କୁ ମଞ୍ଚକୁ ଫେରାଇ ଆଣିବାର ଦାବି ରଖିଛନ୍ତି କଳାକାର।  ପୂର୍ବରୁ ୫ଶହ ଦର୍ଶକଙ୍କୁ ନେଇ ଯାତ୍ରା ଅନୁମତି ଦିଆଯାଇଥିଲା।  ହେଲେ ଅତି କମରେ ୨ ହଜାର ଦର୍ଶକଙ୍କୁ ନେଇ ଯାତ୍ରା କରିବାକୁ ଦାବି ରଖିଛି ସଂଘ।

The post ଆଜିଠୁ ଯାତ୍ରା କଳାକାରଙ୍କ ଅନଶନ appeared first on Odisha Reporter.



from Odisha Reporter https://ift.tt/3kadrvQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages