ସମ୍ବଲପୁର(ଓଡ଼ିଶା ରିପୋର୍ଟର): କରୋନା କବଳରେ ଛାତ୍ର। ସମ୍ବଲପୁର ସ୍ଥିତ ଭିସୁଟର ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗତକାଲି ୨୪ ଜଣଙ୍କୁ ଚିହ୍ନଟ କରାଯାଇଥିଲା। ଆଜି ଆଉ ଜଣଙ୍କୁ ଚିହ୍ନଟ କରାଯାଇଛି। କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ତତ୍ପରତା ଦେଖାଇଛି। ହଷ୍ଟେଲ ଯାଇ ସ୍ଥିତି ପରଖିଛନ୍ତି ଜିଲ୍ଲାପାଳ ଓ ପିଡି ଡିଆରଡିଏ।
The post ଭିସୁଟର ୨୫ ଛାତ୍ରଙ୍କୁ କରୋନା appeared first on Odisha Reporter.
from Odisha Reporter https://ift.tt/3r0dD3n
No comments:
Post a Comment