ସିବିଆଇ ଜାଲରେ ରେଲୱେ ଅଧିକାରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 3, 2021

ସିବିଆଇ ଜାଲରେ ରେଲୱେ ଅଧିକାରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସିବିଆଇ ପଞ୍ଝାରେ ରେଲୱେ ଅଧିକାରୀ। ପୂର୍ବତଟ ରେଲୱେର ବରିଷ୍ଠ ଅଧିକାରୀ ତଥା ସିନିଅର ଟ୍ରାଭେଲିଂ ଇନସ୍ପେକ୍ଟର ରବି ନାରାୟଣ ରଥଙ୍କ ଘରେ ସିବିଆଇ ରେଡ୍ କରିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି। ତାଙ୍କ ଭୁବନେଶ୍ୱର ସ୍ଥିତ ଅଫିସ ଏବଂ କୋଳଥିଆ ଘରେ ଏକକାଳୀନ ଚଢ଼ାଉ କରିଛି ସିବିଆଇର ଏକ ଟିମ୍ ।

The post ସିବିଆଇ ଜାଲରେ ରେଲୱେ ଅଧିକାରୀ appeared first on Odisha Reporter.



from Odisha Reporter https://ift.tt/3oITZHi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages