ପୁଣି ଫେରିଲା ଘନ କୁହୁଡ଼ି, ଦେଖାଯାଉନି ରାସ୍ତାଘାଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, February 11, 2021

ପୁଣି ଫେରିଲା ଘନ କୁହୁଡ଼ି, ଦେଖାଯାଉନି ରାସ୍ତାଘାଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ଫେରିଛି କୁହୁଡ଼ି । ଭୁବନେଶ୍ୱର, କଟକରେ ଆଚ୍ଛାଦିତ ହୋଇ ରହିଛି କୁହୁଡ଼ି। ଆଜି ସକାଳୁ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି ।

ରାଜଧାନୀ ରାଜରାସ୍ତାରେ କୁହୁଡ଼ି ଆସ୍ତରଣ।

ଟ୍ୱିନ୍ ସିଟିରେ କୁହୁଡ଼ିର ପରିମାଣ ଏତେ ଅଧିକା ଯେ, ଯାନାବାହାନ ଚଳାଚଳରେ ବାଧା ଉପୁଜିଛି । ମାତ୍ର କିଛି ମିଟର ଯାଏ ଦେଖିବା ସମ୍ଭବପର ହୋଇଛି । ସେହିପରି ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ , ଜଗତସିଂହପୁର ଜିଲ୍ଲାରେ କୁହୁଡ଼ି ଦେଖିବାକୁ ମିଳିଛି । ଏହାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର ଜିଲ୍ଲା ପାଇଁ ସତର୍କ ସୂଚନା ଜାରି ହୋଇଛି ।

The post ପୁଣି ଫେରିଲା ଘନ କୁହୁଡ଼ି, ଦେଖାଯାଉନି ରାସ୍ତାଘାଟ appeared first on Odisha Reporter.



from Odisha Reporter https://ift.tt/376eiZk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages