ଜଳିଗଲା ଯାତ୍ରୀବାହୀ ବସ୍ ‘ବର୍ଷା’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 12, 2021

ଜଳିଗଲା ଯାତ୍ରୀବାହୀ ବସ୍ ‘ବର୍ଷା’

ରାୟଗଡ଼ା(ମନୋଜ ପାତ୍ର): ଜଳିଗଲା ଚଳନ୍ତା ଯାତ୍ରୀବାହୀ ବସ୍ ‘ବର୍ଷା’ ‌। ହେଲେ ସୌଭାଗ୍ୟକ୍ରମେ ବର୍ତ୍ତିଗଲେ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ। ଏପରି ଅଭାବନୀୟ ଘଟଣା ଗତକାଲି ବିଳମ୍ବିତ ରାତିରେ ରାତିରେ ରାୟଗଡ଼ା-କୋରାପୁଟ ରାସ୍ତା ସିରିକୋଣା ତାରିଣୀ ମନ୍ଦିର ପାଖରେ ଘଟିଯାଇଛି।

ଗତକାଲି ସନ୍ଧ୍ୟାରେ କୋଷାଗୁମୁଡ଼ାରୁ ବାହାରିଥିଲା ‘ବର୍ଷା’ ବସ୍‌।  ସେଥିରେ ପ୍ରାୟ ୫୦ରୁ ଅଧିକ ଯାତ୍ରୀ ଥିଲେ । ବସ୍‌ଟି  ଦ୍ରୁତ ଗତିରେ ଯାଉଥିବାବେଳେ ଲକ୍ଷ୍ମୀପୁର ନିକଟରେ ପୋଡ଼ା ଗନ୍ଧ ବାହାରିଥିଲା । ତେବେ ଗାଡ଼ି ଚାଳକ ଏଥିପ୍ରତି ଧ୍ୟାନ ନ ଦେଇ ଗାଡ଼ି ଚଳାଇବାରୁ ପଛ ଟାୟାର ଫାଟି ଗାଡ଼ିଟି ଜଳିଯାଇଥିଲା । ସୌଭାଗ୍ୟବଶଃତ ବସ୍‌ରୁ ସମସ୍ତ ଯାତ୍ରୀ ଓହ୍ଲାଇ ପଡ଼ିଥିଲେ। ଖବର ପାଇ ରାୟଗଡ଼ାରୁ ଦମକଳ ଗାଡ଼ି ପହଞ୍ଚି  ନିଆଁକୁ ଆୟତ୍ତ କରିଛି ।

The post ଜଳିଗଲା ଯାତ୍ରୀବାହୀ ବସ୍ ‘ବର୍ଷା’ appeared first on Odisha Reporter.



from Odisha Reporter https://ift.tt/3aYMW8F

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages