ଟ୍ୟୁବୱେଲ ପାଇଁ ଖୋଳା ଯାଇଥିଲା ଗାତ, ପଡ଼ିଗଲା ବର୍ଷକର ଶିଶୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 10, 2021

ଟ୍ୟୁବୱେଲ ପାଇଁ ଖୋଳା ଯାଇଥିଲା ଗାତ, ପଡ଼ିଗଲା ବର୍ଷକର ଶିଶୁ

ସୋର(ଶଶିକାନ୍ତ ବେହେରା): ଟ୍ୟୁବୱେଲ ପାଇଁ ଖୋଳା ଯାଇଥିବା ଗାତରେ ପଡ଼ି ଜୀବନ ହାରିଲା ବର୍ଷକର ଶିଶୁକନ୍ୟା । ଏପରି ଦୁଃଖଦ ଘଟଣା ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ଖଇରା ଥାନା ଶାଳଗଡ଼ିଆ ଗାଁରେ ଘଟିଛି।

ଆଜି ସକାଳେ ଘର ଦାଣ୍ଡରେ  ଖେଳୁଖେଳୁ  ଅଧା ଖୋଳା ଯାଇଥିବା ଗାତରେ ପଡ଼ିଗଲା ବର୍ଷକର ଶିଶୁକନ୍ୟା। ତୁରନ୍ତ ଶିଶୁଟିକୁ ଉଦ୍ଧାର କରି ଡାକ୍ତରଖାନା ନିଆଯାଇଥିବା ବେଳେ ସେଠାରେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

The post ଟ୍ୟୁବୱେଲ ପାଇଁ ଖୋଳା ଯାଇଥିଲା ଗାତ, ପଡ଼ିଗଲା ବର୍ଷକର ଶିଶୁ appeared first on Odisha Reporter.



from Odisha Reporter https://ift.tt/3rzBXcu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages