ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 2, 2021

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ

ଜୟପୁର(ଟି. ଗୌରି ଶଙ୍କର): ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ । ତାଙ୍କୁ କୋରାପୁଟର ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି । ଗତ ମାସେ ଧରି ଅସୁସ୍ଥ ହେବା ପରେ ତାଙ୍କୁ କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।

ଗତକାଲି ଅଧିକ ଅସୁସ୍ଥ ଅନୁଭବ କରିବା ପରେ ଗୁରୁତର ଅବସ୍ଥାରେ ଲକ୍ଷ୍ମଣ ନାୟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। କମଳାଙ୍କ ରକ୍ତ ଚାପ ବଢିବା ସହିତ କିଡନୀ ସମସ୍ୟା ରହିଛି । ଏବେ  ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି । ପଦ୍ମଶ୍ରୀ କମଳା ପୂଜାରୀଙ୍କ ଚିକିତ୍ସା ନିମନ୍ତେ ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ନିୟୋଜିତ କରାଯାଇଛି।

The post ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ appeared first on Odisha Reporter.



from Odisha Reporter https://ift.tt/3oFOCIV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages