ଜାତୀୟ ରାଜପଥରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, February 15, 2021

ଜାତୀୟ ରାଜପଥରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ

କରଞ୍ଜିଆ(ଦୀପକ ମହନ୍ତ): ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ୪୯ନମ୍ବର ଜାତୀୟ ରାଜପଥ କାଶିଆ ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଅଜଣା ବ୍ୟକ୍ତିଙ୍କ ଶୋଚନୀୟ ମୃତ୍ୟୁ ହୋଇଛି । ଆଜି ଉକ୍ତ ରାସ୍ତା ଦେଇ କେତେକ ଗ୍ରାମବାସୀ ଯାଉଥିବା ବେଳେ ମୃତଦେହ ଦେଖି ପୁଲିସ୍‌କୁ ଖବର ଦେଇଥିଲେ । ତେବେ ଦୁର୍ଘଟଣା କେତେବେଳେ ହୋଇଛି କେହି ଜାଣିନାହାନ୍ତି। ମୃତକଙ୍କ ପରିଚୟ ପାଇବା ବି ସମ୍ଭବ ହୋଇପାରିନି। ତେବେ ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ତଦନ୍ତ କରୁଛି ।

The post ଜାତୀୟ ରାଜପଥରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ appeared first on Odisha Reporter.



from Odisha Reporter https://ift.tt/2Oz3MmU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages