୨ ଦିନ ଯାଏ ତାତିରୁ ନିସ୍ତାର ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 31, 2021

୨ ଦିନ ଯାଏ ତାତିରୁ ନିସ୍ତାର ନାହିଁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗମୀ ୨ ଦିନ ପର୍ଯ୍ୟନ୍ତ ତାତିରୁ ମିଳିବନି ତ୍ରାହି। ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଏପରି ଭବିଷ୍ୟବାଣୀ କରିଛି ପାଣିପାଗ ବିଭାଗ ।

ଗତକାଲି ଭୁବନେଶ୍ୱରର ତାପମାତ୍ରା ୪୪.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା  । କେବଳ ରାଜ୍ୟ କି ଦେଶରେ ବୁଧବାର ଭୁବନେଶ୍ୱର ଥିଲା ସବୁଠୁ ଉତ୍ତପ୍ତ ସହର । ଯାହା ସର୍ବକାଳୀନ ରେକର୍ଡ ବୋଲି କହିଛି ପାଣିପାଗ ବିଭାଗ ।

ଏହାବ୍ୟତୀତ ରାଜ୍ୟର ୧୩ଟି ସହରର ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିଥିଲା । ସବୁଠି ଅସହ୍ୟ ଗରମରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଆଗମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ତାତି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଫଳରେ ଏବେ ତାତିରୁ ନିସ୍ତାର ମିଳିବା ସମ୍ଭାବନା କମ୍  ।

The post ୨ ଦିନ ଯାଏ ତାତିରୁ ନିସ୍ତାର ନାହିଁ appeared first on Odisha Reporter.



from Odisha Reporter https://ift.tt/3rEcuhB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages