ରାଜ୍ୟରେ ଚତୁର୍ଥ ସେଞ୍ଚୁରୀ ମୁହାଁ କରୋନା; ହଟସ୍ପଟ ଖୋର୍ଦ୍ଧା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 31, 2021

ରାଜ୍ୟରେ ଚତୁର୍ଥ ସେଞ୍ଚୁରୀ ମୁହାଁ କରୋନା; ହଟସ୍ପଟ ଖୋର୍ଦ୍ଧା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ରାଜ୍ୟରେ ଲମ୍ବା ଡିଆଁ ମାରିଛି କରୋନା। ଗତକାଲି ରାଜ୍ୟରେ ୨୯୭ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ୪ଶହ ପାଖାପାଖି ପହଞ୍ଚି ଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସେଥି ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୭୦ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏହାବ୍ୟତୀତ କଳାହାଣ୍ଡି ଜିଲ୍ଲାରୁ ୪୩, ନୂଆପଡ଼ା ଜିଲ୍ଲାରୁ ୪୦, ବରଗଡ଼ ଜିଲ୍ଲାରୁ ୩୪, ସୁନ୍ଦରଗଡ଼ରୁ ୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବାଦ  କଟକ  ଜିଲ୍ଲାରୁ ୨୭, ଅନୁଗୁଳରୁ ୨୪, ମୟୂରଭଞ୍ଜ ଜିଲ୍ଲାରୁ ୧୯, ସମ୍ବଲପୁର ଜିଲ୍ଲାରୁ ୧୪, ପୁରୀ ଜିଲ୍ଲାରୁ ୧୨, ବଲାଙ୍ଗିର ଜିଲ୍ଲାରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବାଦ  ଷ୍ଟେଟପୁଲରୁ ୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ଚତୁର୍ଥ ସେଞ୍ଚୁରୀ ମୁହାଁ କରୋନା; ହଟସ୍ପଟ ଖୋର୍ଦ୍ଧା appeared first on Odisha Reporter.



from Odisha Reporter https://ift.tt/3dk9bXM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages