ଶ୍ରୀମନ୍ଦିରରେ ରକ୍ତଛିଟା, ସକାଳ ନୀତିରେ ବିଳମ୍ବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 5, 2021

ଶ୍ରୀମନ୍ଦିରରେ ରକ୍ତଛିଟା, ସକାଳ ନୀତିରେ ବିଳମ୍ବ

ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ଶ୍ରୀମନ୍ଦିରରେ ରକ୍ତଛିଟା ପଡ଼ିଥିବାରୁ ସକାଳ ନୀତିରେ ସାମାନ୍ୟ ବିଳମ୍ବ ହୋଇଛି । ଭିତରକାଠ ନିକଟରେ ରକ୍ତଛିଟା ଦେଖିବା ପରେ ଶ୍ରୀଜିଉଙ୍କର ହେଲା ମହାସ୍ନାନ।  ମହାସ୍ନାନ ନୀତି ସମ୍ପୂର୍ଣ୍ଣ ହେବା ପରେ ପୁଣି ସାଧାରଣ ଭକ୍ତଙ୍କୁ ଦର୍ଶନ ପାଇଁ ଛଡ଼ାଯାଇଛି ।

ପରମ୍ପରା ଅନୁସାରେ ଶ୍ରୀମନ୍ଦିର ଗର୍ଭଗୃହରେ ରକ୍ତ ଛିଟା ଦେଖିଲେ ଠାକୁରଙ୍କ ମହାସ୍ନାନ ନୀତି ହୋଇଥାଏ। ତେବେ ରକ୍ତ ଛିଟା କେଉଁଠୁ ଭିରତକାଠ ନିକଟକୁ ଆସିଲା ତାହା ସ୍ପଷ୍ଟ ହୋଇନି ।

କେମିତି ଶ୍ରୀମନ୍ଦିର ଭିତରେ ରକ୍ତ ଛିଟା ପଡିଲା ତାହା ସ୍ପଷ୍ଟ ଭାବେ ଜଣାପଡିନାହିଁ । ସେ ନେଇ ଅଧିକ ଖୋଳତାଡ ଜାରି ରହିଛି ।

The post ଶ୍ରୀମନ୍ଦିରରେ ରକ୍ତଛିଟା, ସକାଳ ନୀତିରେ ବିଳମ୍ବ appeared first on Odisha Reporter.



from Odisha Reporter https://ift.tt/3qjBU3h

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages