ଚାପି ଦେଲା ଟ୍ରକ୍‌, ଆଖି ବୁଜିଲେ ୩ ବାଇକ୍‌ ଆରୋହୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 2, 2021

ଚାପି ଦେଲା ଟ୍ରକ୍‌, ଆଖି ବୁଜିଲେ ୩ ବାଇକ୍‌ ଆରୋହୀ

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ଗତକାଲି ବିଳମ୍ବିତ ରାତିରେ ସମ୍ବଲପୁର ଜିଲ୍ଲା ବରେଇପାଲି ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଧକ୍କାରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି।

ସୂଚନା ଅନୁସାରେ, ୨ଟି ବାଇକ୍‌ରେ ୪ଜଣ ଯାଉଥିବା ବେଳେ ସେମାନଙ୍କୁ ଟ୍ରକ୍‌ ଚାପି ଦେଇଥିଲା। ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ବୁର୍ଲା ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ମୃତକଙ୍କ ଘର ହୀରାକୁଦ ଅଞ୍ଚଳରେ ବୋଲି ଜଣାପଡ଼ିଛି।

The post ଚାପି ଦେଲା ଟ୍ରକ୍‌, ଆଖି ବୁଜିଲେ ୩ ବାଇକ୍‌ ଆରୋହୀ appeared first on Odisha Reporter.



from Odisha Reporter https://ift.tt/3bccyQw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages