ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 21, 2021

ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ କରୋନା

ନୂଆଦିଲ୍ଲୀ: ଲୋକସଭା ଅଧ୍ୟକ୍ଷଙ୍କୁ କରୋନା। ବାଚସ୍ପତି ଓମ୍‌ ବିର୍ଲା କରୋନାରେ ସଂକ୍ରମିତ ହୋଇଛନ୍ତି। ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏହାପରେ ତାଙ୍କୁ ଗତକାଲି ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି।

ହସ୍ପିଟାଲ ପକ୍ଷରୁ ସେ କରୋନାରେ ସଂକ୍ରମିତ ହୋଇଥିବା ନେଇ ସୂଚନା ମିଳିଛି। ସୂଚନା ମୁତାବକ, ମାର୍ଚ୍ଚ ୧୯ରେ ତାଙ୍କ ରିପୋର୍ଟ ପଜିଟିଭ ଆସିଥିଲା। ୨୦ ମାର୍ଚ୍ଚରେ ଚିକିତ୍ସା ପାଇଁ ତାଙ୍କୁ ଏମ୍ସ କୋଭିଡ ସେଣ୍ଟରରେ ଭର୍ତ୍ତି କରାଯାଇଥିଲ।। ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି।

The post ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ କରୋନା appeared first on Odisha Reporter.



from Odisha Reporter https://ift.tt/3tHiqrz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages