ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ, ଉତ୍ତେଜନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 4, 2021

ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ, ଉତ୍ତେଜନା

ଆଠଗଡ଼(ନିଳକଣ୍ଠ ଦୋରା): ଆଠଗଡ଼ ନିକଟ ଖୁଣ୍ଟୁଣୀରେ ଆଜି ସକାଳୁ ଏକ ବସ୍‌ ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକଜଣକ ଖୁଣ୍ଟୁଣୀ ଥାନା ତୋଟାପଡ଼ା ଗାଁର।

୫୫ ନମ୍ବର ଜାତୀୟ ରାଜପଥର କୃଷ୍ଣଶ୍ୟାମପୁର ଛକରେ ଏକ ବସ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିଲା ।  ଖବର ପ୍ରଚାରିତ ହେବା ପରେ  ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଛି । କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକ ରାସ୍ତାରୋକ କରିଛନ୍ତି । ଫଳରେ ରାସ୍ତାର ଉଭୟ ପାଖରେ ଶହଶହ ଗାଡ଼ି ମୋଟର ଅଟକି ରହିଛି  । ଖୁଣ୍ଟୁଣୀ ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି  ।

The post ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ, ଉତ୍ତେଜନା appeared first on Odisha Reporter.



from Odisha Reporter https://ift.tt/3bk99za

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages