ବନ୍ଧୁକ ମୁନରେ ଲୁଟିନେଲେ ୨୧ ଲକ୍ଷ, ଏମିତି ପ୍ଲାନ୍‌ କରିଥିଲେ ଦୁର୍ବୃତ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 17, 2021

ବନ୍ଧୁକ ମୁନରେ ଲୁଟିନେଲେ ୨୧ ଲକ୍ଷ, ଏମିତି ପ୍ଲାନ୍‌ କରିଥିଲେ ଦୁର୍ବୃତ୍ତ

ସୁବର୍ଣ୍ଣପୁର:(ଓଡ଼ିଶା ରିପୋର୍ଟର): ବନ୍ଧୁକ ମୁନରେ ବଡ଼ଧରଣର ଲୁଟ୍‌। ବ୍ୟାଙ୍କ ଠିକା କର୍ମଚାରୀଙ୍କ ଠାରୁ ୨୧ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ। ଏଟିଏମ୍‌ରେ ଟଙ୍କା ଭରିବାକୁ ଯିବା ବେଳେ ଲୁଟି ନେଲେ ଲୁଟେରା। ବାଘଲପୁର ଛକ ନିକଟରୁ ଲୁଟିଲେ । ୩ ବାଇକରେ ଆସିଥିବା ୬ ଜଣ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲୁଟି ନେଇଥିବା ଅଭିଯୋଗ ହୋଇଛି। ବ୍ୟାଙ୍କ୍ ଅଫ୍ ବରୋଦା ବ୍ୟାଙ୍କରୁ ଟଙ୍କା ନେଇ ଉଲୁଣ୍ଡା ଯାଉଥିଲେ କର୍ମଚାରୀ। ବ୍ୟାଙ୍କରୁ ଟଙ୍କା ନେଇ ATMରେ ଭରିବାକୁ ଯିବା ବେଳେ ଲୁଟ୍ ହୋଇଛି।  ଘଟଣା ସ୍ଥଳରେ ଲୁଟେରା ଗୋଟିଏ ବାଇକ ଛାଡ଼ି ଯାଇଥିବା ସୂଚନା ମିଳିଛି।

The post ବନ୍ଧୁକ ମୁନରେ ଲୁଟିନେଲେ ୨୧ ଲକ୍ଷ, ଏମିତି ପ୍ଲାନ୍‌ କରିଥିଲେ ଦୁର୍ବୃତ୍ତ appeared first on Odisha Reporter.



from Odisha Reporter https://ift.tt/30NFEjm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages