ଘରେ ପ୍ରସ୍ତୁତ କରନ୍ତୁ ଚିକେନ ଲଲିପପ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 27, 2021

ଘରେ ପ୍ରସ୍ତୁତ କରନ୍ତୁ ଚିକେନ ଲଲିପପ

ଆବଶ୍ୟକ ସାମଗ୍ରୀ: ଚିକେନ, ସୋୟା ସସ, ଚିଲି ସସ, ଟମାଟୋ କ୍ୟାଚଅପ୍‌, ଲେମ୍ବୁ ରସ, ଅଦାରସୁଣ ପେଷ୍ଟ, ଲୁଣ, ଗୋଲମରିଚ ଗୁଣ୍ଡ, ଅଣ୍ଡା, କର୍ଣ୍ଣପ୍ଲୋର, ମଇଦା, ଚିଲି ଫ୍ଲେକ୍ସ, ସ୍ପ୍ରିଙ୍ଗ ଓନିଅନ।

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଏକ ବାଉଲରେ ସୋୟା ସସ, ଚିଲିସସ, ଟମାଟୋ କ୍ୟାଚଅପ, ଲେମ୍ବୁ ରସ, ଅଦାରସୁଣ ପେଷ୍ଟ, ଲୁଣ, ଗୋଲମରିଚ ଗୁଣ୍ଡ, ଅଣ୍ଡା, କର୍ଣ୍ଣପ୍ଲୋର ଓ ମଇଦା, ଲୁଣକୁ ମିଶାଇ ଏକ ଭଲ ଘୋଳ ପ୍ରସ୍ତୁତ କରନ୍ତୁ। ଏହାପରେ ସେଥିରେ ଚିକେନକୁ ମ୍ୟାରିନେଟ କରି ଗୋଟିଏ ଘଣ୍ଟା ପାଇଁ ଛାଡ଼ି ଦିଅନ୍ତୁ। ଏହାପରେ ଏକ କଢ଼େଇରେ ତେଲ ଗରମ କରି ଚିକେନ୍‌କୁ ଫ୍ରାଏ କରି ରଖନ୍ତୁ।

ଏବେ ଆଉ ଏକ ପ୍ୟାନ୍‌ରେ କିଛି ତେଲ ନେଇ ସେଥିରେ ଛୋଟ ଛୋଟ କଟା ଯାଇଥିବା, ଅଦା, ରସୁଣ, ଚିଲି ଫ୍ଲେକ୍ସ, ଚିଲି ସସ, ସୋୟା ସସ, ଟମାଟୋ କ୍ୟାଚଅପ୍, ଲୁଣ‌ ମିଶାଇ ଗୋଳାନ୍ତୁ। ଅଳ୍ପ କିଛି ପାଣି ମିଶାନ୍ତୁ। ଏହାପରେ ସେଥିରେ ଛଣା ଯାଇଥିବା ଚିକେନ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏହା ଉପରେ କିଛି ସ୍ପ୍ରିଙ୍ଗ ଓନିଅନ ପକାନ୍ତୁ। ଏଥର ଚିକେନ ଲଲିପପ ପ୍ରସ୍ତୁତ ହୋଇଗଲା।

The post ଘରେ ପ୍ରସ୍ତୁତ କରନ୍ତୁ ଚିକେନ ଲଲିପପ appeared first on Odisha Reporter.



from Odisha Reporter https://ift.tt/3weA5sX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages