ଘାଟିରେ ଓଲଟି ପଡ଼ିଲା ‘ହ୍ୟୁମାନ’ ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 4, 2021

ଘାଟିରେ ଓଲଟି ପଡ଼ିଲା ‘ହ୍ୟୁମାନ’ ବସ୍‌

ଆନନ୍ଦପୁର(ମୁନା ସିଂ): ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆରୁ ଭୁବନେଶ୍ୱର ଯାଉଥିବା ଏକ ଯାତ୍ରୀବାହି ବସ୍‌ ଆଜି ଦୁର୍ଘଟଣାର ସମ୍ମୁଖିନ ହୋଇଛି। ଏହି ଦୁର୍ଘଟଣାରେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି।

‘ହ୍ୟୁମାନ’ ନାମକ ଯାତ୍ରୀବାହି ବସ୍‌ ଆଜି ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ଆଜି କରଞ୍ଜିଆରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ହେଲେ ସାତକୋଶିଆ ଘାଟିଠାରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।

ଆନନ୍ଦପୁର ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ଲୋକ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଆହତମାନଙ୍କୁ ମେଡିକାଲ ପଠାଇଛନ୍ତି। ତେବେ ଦୁର୍ଘଟଣାର ସଠିକ୍‌ କାରଣ ଜଣାପଡ଼ିନାହିଁ।

The post ଘାଟିରେ ଓଲଟି ପଡ଼ିଲା ‘ହ୍ୟୁମାନ’ ବସ୍‌ appeared first on Odisha Reporter.



from Odisha Reporter https://ift.tt/3kKWqZO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages