ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ଭୁବନେଶ୍ୱର ଟଙ୍କପାଣି ରୋଡ୍ ଅଞ୍ଚଳରେ ଆଜି ଏକ ଅଘଟଣ ଘଟିଯାଇଛି। ସ୍ୱେରେଜ କାମ ଚାଲୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଛି।
ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରି ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କଲେ। ମୃତକଦ୍ୱୟଙ୍କ ପରିଚୟ ମିଳିପାରି ନାହିଁ।
The post ରାଜଧାନୀରେ ଅଘଟଣ; ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ appeared first on Odisha Reporter.
from Odisha Reporter https://ift.tt/3vziivY
No comments:
Post a Comment