ପନୀର ପତ୍ରପୋଡ଼ା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 5, 2021

ପନୀର ପତ୍ରପୋଡ଼ା

ଆବଶ୍ୟକ ସାମଗ୍ରୀ: ପନିର, ହଳଦୀ ଗୁଣ୍ଡ, ଲଙ୍କାଗୁଣ୍ଡ, ଲୁଣ, ଅଦାରସୁଣ ପେଷ୍ଟ, ଟମାଟୋ ପେଷ୍ଟ, ସୋରିଷ ବଟା, କଞ୍ଚା ଲଙ୍କା ଓ ରିଫାଇନ ତେଲ, ଶାଳ ପତ୍ର।

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ପନିରକୁ ଛୋଟ ଛୋଟ କାଟି ରଖନ୍ତୁ। କଟା ପନିରରେ ହଳଦୀ ଗୁଣ୍ଡ, ଲଙ୍କାଗୁଣ୍ଡ, ଲୁଣ, ଅଦାରସୁଣ ପେଷ୍ଟ, ଟମାଟୋ ପେଷ୍ଟ, ସୋରିଷ ବଟା, କଞ୍ଚା ଲଙ୍କା ଓ ରିଫାଇନ ତେଲ, ଲୁଣ ପକାଇ ଗୋଳାଇ ଦିଅନ୍ତୁ।

ଶାଳପତ୍ରରେ ସୋରିଷ ମସଲା ଗୋଳା ପନିର ରଖି ଗୁଡ଼ାଇ ବାନ୍ଧି ଦିଅନ୍ତୁ। ଏହାପରେ ନିଆଁ ଅଙ୍ଗାରରେ ପନିର ମସଲା ଗୁଡ଼ା ପତ୍ରକୁ ରଖି ତା’ ଉପରେ ଆଉ କିଛି ନିଆଁ ଅଙ୍ଗାର ରଖନ୍ତୁ। ୧୫ରୁ ୨୦ ମିନିଟ୍‌ ପରେ ପ୍ରସ୍ତୁତ ହୋଇଯିବ ପନିର ପତ୍ରପୋଡ଼ା।

The post ପନୀର ପତ୍ରପୋଡ଼ା appeared first on Odisha Reporter.



from Odisha Reporter https://ift.tt/3qghuZ3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages