ସିଲ୍‌ ହେଲା ବରମୁଣ୍ଡା HP  ପେଟ୍ରୋଲ ପମ୍ପ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 4, 2021

ସିଲ୍‌ ହେଲା ବରମୁଣ୍ଡା HP  ପେଟ୍ରୋଲ ପମ୍ପ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସିଲ୍‌ ହେଲା ଭୁବନେଶ୍ୱର ବରମୁଣ୍ଡା HP  ପେଟ୍ରୋଲ ପମ୍ପ।  ପେଟ୍ରୋଲ ଓ ଡିଜେଲରେ ପାଣି ମିଶା ଯାଉଥିବା ଅଭିଯୋଗ ହେବା ପରେ ଏହି ପେଟ୍ରୋଲ ପମ୍ପଙ୍କୁ ସିଲ୍ କରିଛି ଖଣ୍ଡଗିରି ପୁଲିସ୍‌।  ଗତକାଲି ଏହାକୁ ନେଇ ପ୍ରବଳ ହଙ୍ଗାମା ହୋଇଥିଲା ।

ଖବର ପ୍ରସାରଣ ପରେ ଫୋରେନ୍ସିକ ଲାବୋରୋଟୋରିର ସାଇଣ୍ଟିଫିକ ଟିମ୍ ଓ HP କମ୍ପାନି ସାଇଣ୍ଟିଫିକ୍ ଟିମ୍ ଆସି ନମୁନା ସଂଗ୍ରହ କରିଛି ।  ଯଦି ଅପମିଶ୍ରଣ କରାଯାଉଥିବାର ପ୍ରମାଣ ମିଳେ, ତେବେ ଲାଇସେନ୍ସ ରଦ୍ଦ ହେବ ବୋଲି କହିଛନ୍ତି HPର ଏରିଆ ଇନଚାର୍ଜ ଶୁଭବ୍ରତ ଖାନ  ।

The post ସିଲ୍‌ ହେଲା ବରମୁଣ୍ଡା HP  ପେଟ୍ରୋଲ ପମ୍ପ appeared first on Odisha Reporter.



from Odisha Reporter https://ift.tt/3bUvYJ2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages