ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 29, 2021

ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ

ମେଷ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବୃଷ: ବ୍ୟବସାୟରେ ଭଲ ଲାଭ ମିଳିବ। ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ମିଥୁନ:କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବ୍ୟସ୍ତତା ଭିତରେ ରହିବେ।

କର୍କଟ: ଆତ୍ମବିଶ୍ୱାସ ବଢ଼ିବ। ଆର୍ଥିକ ସ୍ଥିତି ଭଲ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ସିଂହ:ଘର ପାଇଁ କୌଣସି ଦାମୀ ଜିନିଷ କିଣି ପାରନ୍ତି। ମାଲି ମକଦ୍ଦମାରେ ବିଜୟୀ ହେବେ।

କନ୍ୟା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଖର୍ଚ୍ଚ ବଢ଼ିବ।

ତୁଳା: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।

ବିଚ୍ଛା:ଚିନ୍ତିତ ରହିବେ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ବନ୍ଧୁଙ୍କ ଠାରୁ ସହଯୋଗ ପାଇବେ।

ଧନୁ: ପରିବାରରେ ହସଖୁସିର ବାତାବରଣ ରହିବ। ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

ମକର: ବ୍ୟସ୍ତତା ଭିତରେ ଦିନ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପରିବାରର କୌଣସି ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

କୁମ୍ଭ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ।

ମୀନ: ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ବନ୍ଧୁଙ୍କଠାରୁ ସହଯୋଗ ପାଇବେ।

The post ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ appeared first on Odisha Reporter.



from Odisha Reporter https://ift.tt/3nDc5LV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages