ରାଜ୍ୟରେ ୪୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ ୮୫ ଜଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 3, 2021

ରାଜ୍ୟରେ ୪୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ ୮୫ ଜଣ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି।

୪୭୧ ଜଣଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୯୩ଟି ହେଉଛି ଲୋକାଲ୍ କେସ୍‌।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮୫ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୫୦, ନୂଆପଡ଼ାରୁ ୪୨, ଖୋର୍ଦ୍ଧାରୁ ୪୦ ଓ ବଲାଙ୍ଗିରରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ୪୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ ୮୫ ଜଣ appeared first on Odisha Reporter.



from Odisha Reporter https://ift.tt/3cMa3W0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages