ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଲମ୍ବ ଡିଆଁ ମାରିଛି କରୋନା। ଗତ କିଛି ଦିନ ଧରି ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଥିବା ବେଳେ ଆଜି ତାହା ହଠାତ୍ ୮୦୦ ମୁହାଁ ହୋଇଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭୯୧ ପଜିଟିଭ୍ ମଧ୍ୟରୁ କ୍ୱାରେଣ୍ଟିନରୁ ୪୫୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୩୩୨ ଚିହ୍ନଟ ହୋଇଛି ।
ସୁନ୍ଦରଗଡ଼ରୁ ସର୍ବାଧିକ ୧୪୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୧୮ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ବରଗଡ଼ରୁ ୪୮, କଟକରୁ ୪୬, ସମ୍ବଲପୁରରୁ ୪୫ ଓ ପୁରୀରୁ ୪୩ ପଜିଟିଭ ଚିହ୍ନଟ ହୋଇଛନ୍ତି। କଳାହାଣ୍ଡିରୁ ୩୮, ଝାରସୁଗୁଡ଼ାରୁ୩୧, ନୂଆପଡ଼ାରୁ ୩୧ ଓ ଷ୍ଟେଟପୁଲରୁ ୨୭ ପଜିଟିଭ ଚିହ୍ନଟ ହୋଇଛନ୍ତି।
The post ରାଜ୍ୟରେ ଲମ୍ବ ଡିଆଁ ମାରିଲା କରୋନା, ଏବେ ୮୦୦ ମୁହାଁ appeared first on Odisha Reporter.
from Odisha Reporter https://ift.tt/2OqTVQq
No comments:
Post a Comment