ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ୪ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ଧୀରେ ଧୀରେ ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୫ ଜଣ ଆଖି ବୁଜିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।
The post ରାଜ୍ୟରେ କରୋନା ନେଲା ଆଉ ୫ ମୁଣ୍ଡ appeared first on Odisha Reporter.
from Odisha Reporter https://ift.tt/3xaYGiA
No comments:
Post a Comment