ମାଡ଼ି ଚାଲିଛି ମହାମାରୀ; ରାଜ୍ୟରେ ଚିହ୍ନଟ ହେଲେ ୪୬୧ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 1, 2021

ମାଡ଼ି ଚାଲିଛି ମହାମାରୀ; ରାଜ୍ୟରେ ଚିହ୍ନଟ ହେଲେ ୪୬୧ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ମାଡ଼ି ଚାଲିଚାଲିଛି ମହାମାରୀ। ଆଖି ପିଛୁଳାକେ ମାରୁଛି ଲମ୍ବ ଡିଆଁ।  ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୬୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୨୭୨ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ହେଉଛି ୧୮୯।

ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୮୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ  ଖୋର୍ଦ୍ଧାରୁ ୬୯, ସୁନ୍ଦରଗଡ଼ରୁ ୬୨, କଳାହାଣ୍ଡିରୁ ୩୬, ବରଗଡ଼ରୁ ୩୨  ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୭୭୨ରେ ପହଞ୍ଚିଥିବା ବେଳେ ୩,୩୭,୨୧୨ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୨୫୬୮ ଆକ୍ଟିଭ କେସ୍‌ ରହିଛି।

The post ମାଡ଼ି ଚାଲିଛି ମହାମାରୀ; ରାଜ୍ୟରେ ଚିହ୍ନଟ ହେଲେ ୪୬୧ ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/3fzEUaj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages