ହୁଣ୍ଡି ଭାଙ୍ଗି ମାଉସୀ ମା’ ମନ୍ଦିରରୁ ଲୁଟି ନେଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 1, 2021

ହୁଣ୍ଡି ଭାଙ୍ଗି ମାଉସୀ ମା’ ମନ୍ଦିରରୁ ଲୁଟି ନେଲେ

ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ମାଉସୀ ମା’ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। । ବଳଗଣ୍ଡିସ୍ଥିତ ମାଉସୀ ମା’ ମନ୍ଦିର ହୁଣ୍ଡି ଭାଙ୍ଗି ଚୋରି ହୋଇଥିବା ସୂଚନା ମିଳିଛି ।

ବିଳମ୍ବିତ ରାତିରେ ତାଲା କାଟି, ଆଲମିରା ଓ ହୁଣ୍ଡି ଭାଙ୍ଗି କେହି ଦୁର୍ବୃତ୍ତ ଚୋରି କରିଥିବା ଅଭିଯୋଗ ହୋଇଛି।  ଚୋରି ନେଇ କୁମ୍ଭାରପଡ଼ା ଥାନାରେ ମନ୍ଦିରର ପୂଜକ ଅଭିଯୋଗ କରିଛନ୍ତି ।  ତେବେ କେତେ ପରିମାଣର ଚୋରି ହୋଇଛି ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ଅଭିଯୋଗ ପରେ ପୁଲିସ୍‌ ଘଟଣାର ତଦନ୍ତ ଚଳାଇଛି।

The post ହୁଣ୍ଡି ଭାଙ୍ଗି ମାଉସୀ ମା’ ମନ୍ଦିରରୁ ଲୁଟି ନେଲେ appeared first on Odisha Reporter.



from Odisha Reporter https://ift.tt/3cKfXqV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages