ସବୁ ରେକର୍ଡ ଭାଙ୍ଗଲା ମହାମାରୀ, ରାଜ୍ୟରେ ଚିହ୍ନଟ ହେଲେ ୮୩୮୬ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 27, 2021

ସବୁ ରେକର୍ଡ ଭାଙ୍ଗଲା ମହାମାରୀ, ରାଜ୍ୟରେ ଚିହ୍ନଟ ହେଲେ ୮୩୮୬ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ସବୁ ରେକର୍ଡ ଭାଙ୍ଗି ଚାଲିଛି ମହାମାରୀ। ଗତ କିଛି ଦିନ ଧରି ୬ ହଜାର ଟ୍ରେଣ୍ଡରେ ରହିଥିବା କରୋନା ହଠାତ୍‌ ୮ ହଜାରକୁ ଲମ୍ବ ଡିଆଁ ମାରିଛି। ରାଜ୍ୟରେ ଆଜି ୮୩୮୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଗତ କିଛି ଦିନ ପରି ଖୋର୍ଦ୍ଧା ଜିଲ୍ଲାରୁ ପୁଣି ଥରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଜିଲ୍ଲାରେ ସର୍ବାଧିକ ୧୮୪୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ସୁନ୍ଦରଗଡ଼ରୁ ୯୩୩, କଟକରୁ ୪୯୬, ଝାରସୁଗୁଡ଼ାରୁ ୪୩୩, ନବରଙ୍ଗପୁରରୁ ୩୮୮, ବଲାଙ୍ଗିରରୁ ୩୫୮, ଅନୁଗୁଳରୁ ୩୪୭, ସମ୍ବଲପୁରରୁ  ୩୦୭, ମୟୂରଭଞ୍ଜରୁ ୨୮୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଯାଜପୁରରୁ ୨୭୦, ପୁରୀରୁ ୨୫୯, ବରଗଡ଼ରୁ ୨୫୭, ନୂଆପଡ଼ାରୁ ୨୩୩, ଗଞ୍ଜାମରୁ ୨୦୯, ବାଲେଶ୍ୱରରୁ ୨୦୨, କେନ୍ଦୁଝରରୁ ୧୭୫, ଜଗତସିଂହପୁରରୁ  ୧୨୯, କଳାହାଣ୍ଡିରୁ ୧୨୬ ଓ  ଷ୍ଟେଟ୍ ପୁଲ୍ରୁ ୩୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

The post ସବୁ ରେକର୍ଡ ଭାଙ୍ଗଲା ମହାମାରୀ, ରାଜ୍ୟରେ ଚିହ୍ନଟ ହେଲେ ୮୩୮୬ ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/3ex6W3Y

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages