ଏଣିକି ନିଜ ସ୍କୁଲରେ ପିଲା ପାଇବେ ଜାତି ପ୍ରମାଣ ପତ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 9, 2021

ଏଣିକି ନିଜ ସ୍କୁଲରେ ପିଲା ପାଇବେ ଜାତି ପ୍ରମାଣ ପତ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏଣିକି ନିଜ ନିଜ ସ୍କୁଲରେ ପିଲାଙ୍କୁ ମିଳିବ ଜାତି ପ୍ରମାଣ ପତ୍ର । ଜାତି ପ୍ରମାଣପତ୍ର ସହ ଆୟ ଓ ଆବାସିକ ପ୍ରମାଣପତ୍ର ମଧ୍ୟ ମିଳିବ । ଦଶମ ଶ୍ରେଣୀ ପିଲାଙ୍କ ଲାଗି ସ୍କୁଲରେ ଏହି ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର ।

ରାଜସ୍ୱ ନିରୀକ୍ଷକମାନେ ସ୍କୁଲରେ କ୍ୟାମ୍ପ କରି ସାର୍ଟିଫିକେଟ ଦେବେ । ସାର୍ଟିଫିକେଟ ବଣ୍ଟନ ବେଳେ ପ୍ରଧାନ ଶିକ୍ଷକ ଓ ଶ୍ରେଣୀ ଶିକ୍ଷକ ଉପସ୍ଥିତ ରହିବେ । ଖରାଛୁଟି ପୂର୍ବରୁ ଏକ ନିର୍ଦ୍ଦିଷ୍ଟ ତାରିଖରେ ଏହି ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ବ ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ନିର୍ଦ୍ଦେଶ ଦେଇଛନ୍ତି ।

The post ଏଣିକି ନିଜ ସ୍କୁଲରେ ପିଲା ପାଇବେ ଜାତି ପ୍ରମାଣ ପତ୍ର appeared first on Odisha Reporter.



from Odisha Reporter https://ift.tt/3s8LLKe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages