ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଅଗ୍ନିକାଣ୍ଡ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 4, 2021

ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ରାଉରକେଲା (ଓଡ଼ିଶା ରିପୋର୍ଟର): ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ। ଗତ ବିଳମ୍ବିତ ରାତିରେ ପ୍ଲାଣ୍ଟର  SMS-୨ରେ ସ୍ଲାଗ ବଏଲର ଫାଟି ନିଆଁ ଲାଗିଛି। ଫଳରେ ସ୍ଲାଗ ବଏଲର କଣ୍ଟ୍ରୋଲ ରୁମ୍‌ର ଅନେକ ଯନ୍ତ୍ରପାତି, ବିଦ୍ୟୁତ୍ ସରଞ୍ଜାମ ସବୁ ନଷ୍ଟ ହୋଇଯାଇଛି।

ଖବର ପାଇ ଘଟଣାସ୍ଥଳରେ ୨ଟି ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଖବର ଲେଖାଯିବା ଯାଏଁ ଏହି ଅଗ୍ନିକାଣ୍ଡରେ ମୃତାହତର କୌଣସି ସୂଚନା ମିଳିନାହିଁ।  ସେପଟେ ଅଗ୍ନିକାଣ୍ଡର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଆରଏସପି CEO। ୪ ଜଣ ସିଜିଏମ୍ ତଦନ୍ତ କରି ରିପୋର୍ଟ ଦେବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।

The post ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଅଗ୍ନିକାଣ୍ଡ appeared first on Odisha Reporter.



from Odisha Reporter https://ift.tt/3min1xO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages