ଆଜିଠୁ ଝାରସୁଗୁଡ଼ାରୁ ପାଟନାକୁ ଉଡ଼ିବ ବିମାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 30, 2021

ଆଜିଠୁ ଝାରସୁଗୁଡ଼ାରୁ ପାଟନାକୁ ଉଡ଼ିବ ବିମାନ

ଝାରସୁଗୁଡ଼ା(ଭାଗିରଥୀ ସାହୁ): ଆଜିଠାରୁ ଝାରସୁଗୁଡ଼ାରୁ ପାଟନାକୁ ଉଡ଼ିବ ବିମାନ । ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ପରେ ସ୍ପାଇସ ଜେଟ ପକ୍ଷରୁ ଆଜିଠାରୁ ଏହି ବିମାନ ଯାତ୍ରା ଆରମ୍ଭ ହେଉଛି । ଝାରସୁଗୁଡ଼ାର ବୀର ସୁରେନ୍ଦ୍ର ସାଏ ଏୟାରପୋର୍ଟରୁ ବିହାର ରାଜଧାନୀ ପାଟନାକୁ ବିମାନ ଆଜିଠାରୁ ଚଳାଚଳ କରିବ  ।

ପାଟଣାରୁ ଏହା ଯାତ୍ରା ଆରମ୍ଭ କରି ଝାରସୁଗୁଡ଼ାରେ ଅପରାହ୍ଣ ୪ଟା ୨୦ ମିନିଟରେ ପହଞ୍ଚିବ । ଏହାପରେ ଅପରାହ୍ଣ ୪ଟା ୪୦ ମିନିଟରେ ପୁଣି ପାଟନା ଅଭିମୁଖେ ଯାତ୍ରା କରିବ । ପାଟନାକୁ ଶୀଘ୍ର ଗମନାଗମ ଲାଗି ଏହି ବିମାନଯାତ୍ରା ସହାୟକ ହେବ  । ସ୍ପାଇସ ଜେଟ ପକ୍ଷରୁ ଏହି ବିମାନ ଚଳାଚଳ କରିବା ନେଇ ସୂଚନା ଦେଇଛନ୍ତି ବିମାନବନ୍ଦର କର୍ତ୍ତୃପକ୍ଷ।

The post ଆଜିଠୁ ଝାରସୁଗୁଡ଼ାରୁ ପାଟନାକୁ ଉଡ଼ିବ ବିମାନ appeared first on Odisha Reporter.



from Odisha Reporter https://ift.tt/3xCkPGS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages