ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିନକୁ ଦିନ ବେକାକୁ ହେବା ସହ ରେକର୍ଡ ଭାଙ୍ଗି ଚାଲିଛି ମହାମାରୀ। ଆଜି ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ପାର୍ କରିଥିବା ବେଳେ ବେଳେ ରାଜ୍ୟରେ ବି ୫୦୦ ଡେଇଁଛି ଦୈନିକ ପଜିଟିଭ ସଂଖ୍ୟା। ଗତ ୩ ଦିନ ହେଲା ୫୦୦ ମୁହାଁ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ୫୭୩ରେ ପହଞ୍ଚି ଯାଇଛି।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୩୨, କଟକରୁ ୨୮, କଳାହାଣ୍ଡିରୁ ୨୪, ବଲାଙ୍ଗିରରୁ ୨୦ ଚିହ୍ନଟ ହୋଇଛନ୍ତି। ଏଥିସହ ରାୟଗଡ଼ାରୁ ୧୬, ମୟୂରଭଞ୍ଜରୁ ୧୩, ବାଲେଶ୍ୱରରୁ ୧୧, କେନ୍ଦୁଝରରୁ ୮ ଚିହ୍ନଟ ହୋଇଛନ୍ତି।
The post ମାଡ଼ି ଚାଲିଛି ମହାମାରୀ, ରାଜ୍ୟରେ ୫୦୦ ଡେଇଁଲା ପଜିଟିଭ ସଂଖ୍ୟା appeared first on Odisha Reporter.
from Odisha Reporter https://ift.tt/31M4n89
No comments:
Post a Comment