ଆସନ୍ତା ୨୮ରେ ଓପିଏସ୍‌ସି ପରୀକ୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 25, 2021

ଆସନ୍ତା ୨୮ରେ ଓପିଏସ୍‌ସି ପରୀକ୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୮ ତାରିଖରେ ଓଡ଼ିଶା ଲୋକସେବା ଆୟୋଗ ତଥା OPSC ପରୀକ୍ଷା ଅନୁଷ୍ଠିତ ହେବ। ଏହି ପରୀକ୍ଷା ଗତକାଲି ହେବାକୁ ପୂର୍ବରୁ ଧାର୍ଯ୍ୟ ହୋଇଥିଲା। ହେଲେ ସପ୍ତାହାନ୍ତ ସଟଡାଉନ ଯୋଗୁଁ ଏହାକୁ ବୁଧବାରକୁ ଘୁଞ୍ଚାଇ ଦିଆଯାଇଛି।

ଅନ୍ୟପକ୍ଷରେ କରୋନା ସଂକ୍ରମଣ ବଢୁଥିବାରୁ ପରୀକ୍ଷାକୁ ଆହୁରି ଘୁଞ୍ଚାଇବାକୁ ପରୀକ୍ଷାର୍ଥୀମାନେ ଦାବି କରିଛନ୍ତି। ଏଥର ଓଡ଼ିଶା ଓ ଓଡ଼ିଶା ବାହାରର ପାଖାପାଖି ୨୦୦୦ ଛାତ୍ର ଛାତ୍ରୀ ଏହି ପରୀକ୍ଷା ଦେବେ।

ତେବେ କରୋନା କାଳରେ କିଭଳି ପରୀକ୍ଷା ଅନୁଷ୍ଠିତ କରିଯାଉଛି ତାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ପରୀକ୍ଷାର୍ଥୀ। ଆଗରୁ ଏମ୍ସ ଓ ନିଟ୍‌ ପରୀକ୍ଷା ବାତିଲ ହୋଇଥିବା ବେଳେ ଛାତ୍ରଛାତ୍ରୀମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ପରୀକ୍ଷା ବାତିଲ ପାଇଁ ଦାବି ହୋଇଛି। ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଛାତ୍ରଛାତ୍ରୀ ଟୁଇଟ୍‌ କରି ନିବେଦନ କରିଛନ୍ତି।

The post ଆସନ୍ତା ୨୮ରେ ଓପିଏସ୍‌ସି ପରୀକ୍ଷା appeared first on Odisha Reporter.



from Odisha Reporter https://ift.tt/3vkKyli

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages