ପିକ୍‌ ମୁଡ୍‌ରେ ଭାଇରସ୍‌, ଆଜି ୬ ହଜାର ପାର୍‌ କଲା ପଜିଟିଭ ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 21, 2021

ପିକ୍‌ ମୁଡ୍‌ରେ ଭାଇରସ୍‌, ଆଜି ୬ ହଜାର ପାର୍‌ କଲା ପଜିଟିଭ ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେଲାଣି। ଗତକାଲି ୪, ୮୫୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ତାହା ଲମ୍ବ ଡିଆଁ ମାରି ୬ ହଜାର ପାର୍‌ କରିଛି।  ଗତ ୨୪ ଘଣ୍ଟାରେ ରାଜ୍ୟରେ ଦୈନିକ ୬୧୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଆଗରେ ରହିଛି ଖୋର୍ଦ୍ଧା ଜିଲ୍ଲା।

ଏହି ଜିଲ୍ଲାରୁ ଆଜି ସର୍ବାଧିକ ୧୧୩୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆପଡ଼ାରୁ ୪୫୯, କଳାହାଣ୍ଡିରୁ ୪୫୨, ସୁନ୍ଦରଗଡ଼ରୁ ୪୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଚିହ୍ନଟ ହୋଇଥିବା ୬୧୬୪ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୩୫୭୫ ବାହାରିଥିବା ବେଳେ ଲୋକାଲ କେସ୍‌ ହେଉଛି ୨୫୮୯।

The post ପିକ୍‌ ମୁଡ୍‌ରେ ଭାଇରସ୍‌, ଆଜି ୬ ହଜାର ପାର୍‌ କଲା ପଜିଟିଭ ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/2QNi7xn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages