କମିଥିଲେ ବି ଡରାଉଛି ସଂକ୍ରମଣ; ରାଜ୍ୟରେ ଚିହ୍ନଟ ହେଲେ ୬୯୯୮ ସଂକ୍ରମିତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 28, 2021

କମିଥିଲେ ବି ଡରାଉଛି ସଂକ୍ରମଣ; ରାଜ୍ୟରେ ଚିହ୍ନଟ ହେଲେ ୬୯୯୮ ସଂକ୍ରମିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ତୁଳନାରେ ରାଜ୍ୟରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା କମିଥିଲେ ମଧ୍ୟ ଏବେ ବି ଲୋକଙ୍କୁ ଡରାଉଛି।  ଆଜି ରାଜ୍ୟରେ  ୬୯୯୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

କଟକରୁ ୫୧୭  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୭୪, ନୂଆପଡ଼ାରୁ ୪୨୦, ଝାରସୁଗୁଡ଼ାରୁ ୩୯୬, ବରଗଡ଼ରୁ ୩୩୦, ଅନୁଗୁଳରୁ ୩୨୫ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସମ୍ବଲପୁରରୁ ୩୨୩, ମୟୂରଭଞ୍ଜରୁ ୩୦୮, କଳାହାଣ୍ଡିରୁ ୨୯୨, ପୁରୀରୁ ୨୮୮, ନବରଙ୍ଗପୁରରୁ ୨୫୫, ବଲାଙ୍ଗିରରୁ ୨୩୬, ଯାଜପୁରରୁ ୨୨୬, , ରାୟଗଡ଼ାରୁ ୧୮୧, କେନ୍ଦୁଝରରୁ ୧୬୦, ସୁବର୍ଣ୍ଣପୁରରୁ ୧୩୧, ଗଞ୍ଜାମରୁ ୧୨୮, ଗଜପତି ଓ ନୟାଗଡ଼ରୁ ୧୨୧ ଲେଖାଏଁ, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, କେନ୍ଦ୍ରାପଡ଼ାରୁ ୭୭, ଦେବଗଡ଼ରୁ ୭୪, ବୌଦ୍ଧରୁ ୬୫ ଓ ଷ୍ଟେଟ୍ ପୁଲ୍ରୁ  ୧୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

The post କମିଥିଲେ ବି ଡରାଉଛି ସଂକ୍ରମଣ; ରାଜ୍ୟରେ ଚିହ୍ନଟ ହେଲେ ୬୯୯୮ ସଂକ୍ରମିତ appeared first on Odisha Reporter.



from Odisha Reporter https://ift.tt/3tXZSns

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages